ଯିହୋଶୂୟ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍ ଓ ସୂର୍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ। Faic an caibideilଓଡିଆ ବାଇବେଲ21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍ ଓ ସୂର୍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ। Faic an caibideilପବିତ୍ର ବାଇବଲ21 ଏହିପରି ସମତଳର ସମସ୍ତ ନଗରକୁ ମିଶାଇ ଓ ଇମୋରୀୟର ରାଜା ସୀହୋନ, ଯିଏ ହିଷ୍ବୋନରେ ରାଜତ୍ୱ କରୁଥିଲେ, ତାଙ୍କର ସମସ୍ତ ଅଞ୍ଚଳକୁ ମିଶାଇ ଏହି ଦେଶ ଗଠିତ ହେଲା। ମୋଶା ତାଙ୍କୁ ଓ ମିଦିୟନର ନେତୃବର୍ଗ ଓ ସୀହୋନର ରାଜପୁତ୍ରମାନଙ୍କୁ ମଧ୍ୟ ଇବି, ରେକମ, ସୂର, ହର ଓ ରେବାକୁ ପରାସ୍ତ କଲେ। Faic an caibideil |