Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ଏହା ହେଉଛି ସେହି ଭୂମି, ଯାହାକୁ ଗାଦ୍ ବଂଶଧରମାନଙ୍କୁ ଗୋଷ୍ଠୀଅନୁସାରେ ମୋଶା ଦାନ କରିଥିଲେ। ମୋଶା ମଧ୍ୟ ପ୍ରତ୍ୟେକ ବଂଶଧରକୁ ଜମି ଦାନ କରିଥିଲେ।

Faic an caibideil Dèan lethbhreac




ଯିହୋଶୂୟ 13:24
6 Iomraidhean Croise  

ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।


ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।


ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ।


ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


Lean sinn:

Sanasan


Sanasan