Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

27 ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।

Faic an caibideil Dèan lethbhreac

ଓଡିଆ ବାଇବେଲ

27 ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍‍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।

Faic an caibideil Dèan lethbhreac

ପବିତ୍ର ବାଇବଲ

27 ବୈଥାରମର ଓ ବୈଥାନିମ୍ରାର ଓ ସୁ‌କ୍‌କୋ‌ତ୍‌ର ଓ ସଫୋ‌ନ୍‌ର ଉପତ୍ୟକା ସେହି ଦେଶରେ ସାମିଲ୍ ଥିଲା। ଅବଶିଷ୍ଟ ଦେଶ ଯାହାକି ହି‌ଷ୍‌ବୋନର ରାଜା ସୀହୋନ ଦ୍ୱାରା ଶାସିତ ହେଉଥିଲା, ସେହି ଦେଶ ମଧ୍ୟରେ ସାମିଲ୍ ଥିଲା।

Faic an caibideil Dèan lethbhreac




ଯିହୋଶୂୟ 13:27
14 Iomraidhean Croise  

ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।


ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।


ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।


ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,


ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।


ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।


ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ


ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।


ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।


Lean sinn:

Sanasan


Sanasan