Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 13:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର;

Faic an caibideil Dèan lethbhreac

ଓଡିଆ ବାଇବେଲ

30 ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର

Faic an caibideil Dèan lethbhreac

ପବିତ୍ର ବାଇବଲ

30 ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓ‌ଗ୍‌ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା।

Faic an caibideil Dèan lethbhreac




ଯିହୋଶୂୟ 13:30
11 Iomraidhean Croise  

ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।


ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।


ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।


ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ


ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।


କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।


ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,


Lean sinn:

Sanasan


Sanasan