ଯିହୋଶୂୟ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି। Faic an caibideilଓଡିଆ ବାଇବେଲ10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି। Faic an caibideilପବିତ୍ର ବାଇବଲ10 “ବର୍ତ୍ତମାନ ସଦାପ୍ରଭୁ ମୋତେ ଏହି 45 ବର୍ଷ ପର୍ଯ୍ୟନ୍ତ ବଞ୍ଚାଇ ରଖିଛନ୍ତି, ଯେହେତୁ ସେ କହିଥିଲେ। ସଦାପ୍ରଭୁ ମୋଶାଙ୍କୁ ଏହା କହିଲା ସମୟରୁ ଆମ୍ଭେ ମରୁଭୂମିରେ ଭ୍ରମଣ କରୁଥିଲୁ। ବର୍ତ୍ତମାନ ମୋତେ 85 ବର୍ଷ ହେଲାଣି। Faic an caibideil |