Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଏହା ପରେ ସେହି ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ୍ ନାମରେ ପ୍ରସିଦ୍ଧ ଯିୟାରୀମ୍ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଥିଲା। ତହୁଁ ସେ ବୈ‌ଥ୍‌ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଥିଲା।

Faic an caibideil Dèan lethbhreac




ଯିହୋଶୂୟ 15:10
12 Iomraidhean Croise  

ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।


ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।


ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।


ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।


ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।


ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।


ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”


Lean sinn:

Sanasan


Sanasan