ଯିହୋଶୂୟ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Faic an caibideilଓଡିଆ ବାଇବେଲ11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Faic an caibideilପବିତ୍ର ବାଇବଲ11 ଏହା ପରେ ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା। ସେଠାରୁ ସେ ଶକ୍କେରୋନ୍ ସୀମା ପର୍ଯ୍ୟନ୍ତ ବିସ୍ତୃତ ଥିଲା ଓ ବାଲା ପର୍ବତରେ ପଡ଼ି ଯବନିୟେଲ ପର୍ଯ୍ୟନ୍ତ ଥିଲା। ସେହି ସୀମାର ପ୍ରାନ୍ତ ଭାଗ ସମୁଦ୍ର ଥିଲା। Faic an caibideil |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”