Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।

Faic an caibideil Dèan lethbhreac

ପବିତ୍ର ବାଇବଲ

16 କାଲେବ୍ କହିଲେ, “ମୁଁ କିରିୟଥ ସେଫରକୁ ଆକ୍ରମଣ କରିବାକୁ ଗ୍ଭହେଁ। ଯେଉଁ ଲୋକ ମୋ’ ସହିତ ସହଯୋଗ କରି କିରିୟଥ ସେଫରକୁ ପରାସ୍ତ କରିବାରେ ସାହାଯ୍ୟ କରିବ ମୁଁ ମୋର କନ୍ୟା ଅ‌କ୍‌ଷାରକୁ ତାଙ୍କ ସହ ବିବାହ ଦେବି।”

Faic an caibideil Dèan lethbhreac




ଯିହୋଶୂୟ 15:16
6 Iomraidhean Croise  

ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।


ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।


ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।


ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”


Lean sinn:

Sanasan


Sanasan