ଯିହୋଶୂୟ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Faic an caibideilଓଡିଆ ବାଇବେଲ19 ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Faic an caibideilପବିତ୍ର ବାଇବଲ19 ଅକ୍ଷା ଉତ୍ତର ଦେଲେ, “ଆପଣ ମୋତେ ଆଶୀର୍ବାଦ କରନ୍ତୁ। କାରଣ ଆପଣ ମୋତେ ନେଗେଭର ଟାଙ୍ଗରା ଭୂମି ଦେଇଛନ୍ତି। ଦୟାକରି ଜଳ ନିର୍ଝର ମୋତେ ଦିଅନ୍ତୁ।” ତେଣୁ କାଲେବ୍ ସେ ଯାହା ଗ୍ଭହିଁଲେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ। Faic an caibideil |