Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର

Faic an caibideil Dèan lethbhreac

ପବିତ୍ର ବାଇବଲ

21 ନେଗେଭର ଦକ୍ଷିଣାଞ୍ଚଳର ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ପରିବାରବର୍ଗ ପ୍ରାନ୍ତ ଭାଗସ୍ଥ ଏହିସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର ମଧ୍ୟ।

Faic an caibideil Dèan lethbhreac




ଯିହୋଶୂୟ 15:21
8 Iomraidhean Croise  

ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।


ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।


ଆଉ, ସେମାନେ ବେର୍‍ଶେବାରେ, ମୋଲାଦାରେ, ହତ୍‍ସର-ଶୁୟାଲ୍‍ରେ,


ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;


ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।


ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।


ଓ କୀନା ଓ ଦୀମୋନା ଓ ଅଦାଦା


ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।


Lean sinn:

Sanasan


Sanasan