Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।

Faic an caibideil Dèan lethbhreac

ଓଡିଆ ବାଇବେଲ

41 ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍‍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।

Faic an caibideil Dèan lethbhreac

ପବିତ୍ର ବାଇବଲ

41 ଗଦେରୋତ୍, ବୈଥ୍-ଦାଗୋନ୍, ନୟମା, ମ‌କ୍‌କେଦା ଗ୍ରାମ ସମେତ ଏହିପରି ଷୋହଳ ନଗର ଥିଲା ଏବଂ ଏଥିର ଚତୁର୍ପାର୍ଶ୍ୱସ୍ଥ ଭୂମି ସମୂହ।

Faic an caibideil Dèan lethbhreac




ଯିହୋଶୂୟ 15:41
10 Iomraidhean Croise  

ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।


ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।


ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।


ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।


ମକ୍କେଦାର ରାଜା, ଏକ; ବେଥେଲ୍‍ର ରାଜା, ଏକ;


କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍


ଲିବ୍‍ନା ଓ ଏଥର୍‍ ଓ ଆଶନ୍‍


ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ


Lean sinn:

Sanasan


Sanasan