Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଲିବ୍‍ନା ଓ ଏଥର୍‍ ଓ ଆଶନ୍‍

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

42 ଲିବ୍ନା ଓ ଏଥର୍ ଓ ଅଶନ୍

Faic an caibideil Dèan lethbhreac

ଓଡିଆ ବାଇବେଲ

42 ଲିବ୍‍ନା ଓ ଏଥର୍‍ ଓ ଆଶନ୍‍

Faic an caibideil Dèan lethbhreac

ପବିତ୍ର ବାଇବଲ

42 ଯିହୁଦାର ଲୋକମାନେ ମଧ୍ୟ ଏହି ସହରଗୁଡ଼ିକ ନେଲେ, ସେଗୁଡ଼ିକ ହେଲା, ଲି‌‌ବ୍‌‌ନା, ଏଥର୍, ଅଶନ୍,

Faic an caibideil Dèan lethbhreac




ଯିହୋଶୂୟ 15:42
8 Iomraidhean Croise  

ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।


ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍‍ନାକୁ ଗଲେ ଓ ଲିବ୍‍ନା ପ୍ରତିକୂଳରେ ଯୁଦ୍ଧ କଲେ;


ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;


ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।


ଓ ଯିପ୍ତହ ଓ ଅସ୍‍ନା ଓ ନତ୍ସୀବ୍‍;


ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର


ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,


ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,


Lean sinn:

Sanasan


Sanasan