ଯିହୋଶୂୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। Faic an caibideilଓଡିଆ ବାଇବେଲ6 ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। Faic an caibideilପବିତ୍ର ବାଇବଲ6 ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେନ୍ର ପୁତ୍ର। Faic an caibideil |