Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ସେହି ସ୍ଥାନଠାରୁ ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ଥିଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା। ପୁଣି ସେହି ସୀମା କିରିୟାଥ-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।

Faic an caibideil Dèan lethbhreac




ଯିହୋଶୂୟ 15:9
8 Iomraidhean Croise  

ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।


ବାଲା ଓ ଇୟୀମ୍‍ ଓ ଏତ୍ସମ୍‍;


କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।


ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।


ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”


Lean sinn:

Sanasan


Sanasan