ଯିହୋଶୂୟ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। Faic an caibideilଓଡିଆ ବାଇବେଲ5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। Faic an caibideilପବିତ୍ର ବାଇବଲ5 ଏହି ଭୂମି ଇଫ୍ରୟିମ ଲୋକଙ୍କୁ ଅଧିକାର ପାଇଁ ଦିଆ ଯାଇଥିଲା। ଏହାର ପୂର୍ବ ସୀମା ଉଚ୍ଚ ସୀମା ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କର ଅଧିକାର ସୀମା ହେଲା। Faic an caibideil |