ଯିହୋଶୂୟ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର। Faic an caibideilଓଡିଆ ବାଇବେଲ8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର। Faic an caibideilପବିତ୍ର ବାଇବଲ8 ତହୁଁ ଏହାର ସୀମା ପଶ୍ଚିମ ତପୂହଠାରୁ କାନ୍ନା ନଦୀଦେଇ ଗଲା ଓ ଏହାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ନିଜ ନିଜ ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର। Faic an caibideil |