Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଦକ୍ଷିଣ ଭାଗରେ ଥିବା ଭୂମି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ଉତ୍ତରରେ ଥିବା ଭୂମି ମନଃଶିର ସନ୍ତାନମାନଙ୍କ ଅଧିକାରରେ ରହିଲା। ଏବଂ ଏହାର ସୀମା ଥିଲା ସମୁଦ୍ର। ଏହି ସୀମା ଉତ୍ତରରେ ଆଶେର ସୀମାକୁ ଛୁଇଁ ଥିଲା। ଏବଂ ଇଷାଖର ଭୂମି ପୂର୍ବରେ ଥିଲା।

Faic an caibideil Dèan lethbhreac




ଯିହୋଶୂୟ 17:10
2 Iomraidhean Croise  

ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।


Lean sinn:

Sanasan


Sanasan