ଯିହୋଶୂୟ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ। Faic an caibideilଓଡିଆ ବାଇବେଲ4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ। Faic an caibideilପବିତ୍ର ବାଇବଲ4 ଏହି ଝିଅମାନେ ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ସେନାପତିଗଣଙ୍କ ପାଖକୁ ଗଲେ। କନ୍ୟାଗଣ କହିଲେ, “ଆମ୍ଭମାନଙ୍କ ପୁରୁଷ ସମ୍ପର୍କୀୟମାନଙ୍କ ପରି ଆମ୍ଭକୁ ଭୂମି ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।” ତେଣୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସେମାନଙ୍କର ପିତାର ଭାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ। Faic an caibideil |