Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତେଣୁ ଏହିପରି ଭାବରେ ସେ ସ୍ତ୍ରୀଲୋକମାନେ ମନଃଶି ବଂଶଧରର ପୁରୁଷ ବଂଶଧର ପରି ଭୂମି ପାଇଲେ। ଗିଲିୟଦର ଭୂମିକୁ ଅବଶିଷ୍ଟ ମନଃଶି ବଂଶଧରକୁ ଅଧିକାର ଦିଆଗଲା।

Faic an caibideil Dèan lethbhreac




ଯିହୋଶୂୟ 17:6
7 Iomraidhean Croise  

ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।


ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।


ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର


ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।


ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।


ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।


ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,


Lean sinn:

Sanasan


Sanasan