ଯିହୋଶୂୟ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ସବୂଲୂନ୍-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା। Faic an caibideilଓଡିଆ ବାଇବେଲ10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା। Faic an caibideilପବିତ୍ର ବାଇବଲ10 ସବୂଲୂନର ପରିବାରବର୍ଗ, ସେମାନଙ୍କର ଗୋଷ୍ଠୀମାନଙ୍କ ପ୍ରତିଜ୍ଞାନୁସାରେ ନିଜ ନିଜର ଭୂମି ଭାଗ ପାଇଲେ। ଏହାର ସୀମା ସାରୀଦ ପର୍ଯ୍ୟନ୍ତ ଥିଲା। Faic an caibideil |