Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତରେ ବାହାରି ଯାଫୀୟକୁ ଉଠିଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ପୁଣି ସାରୀଦରୁ ପୂର୍ବ ଦିଗରେ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଲାଗିଥିଲା। ଏହି ସୀମା ଦାବରତକୁ ଲାଗି ଯାଫିୟ ପର୍ଯ୍ୟନ୍ତ ଥିଲା।

Faic an caibideil Dèan lethbhreac




ଯିହୋଶୂୟ 19:12
8 Iomraidhean Croise  

ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।


ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।


ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।


ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,


ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।


ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


Lean sinn:

Sanasan


Sanasan