ଯିହୋଶୂୟ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। Faic an caibideilପବିତ୍ର ବାଇବଲ (Re-edited) - (BSI)22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବୈଥ୍ଶେମଶ୍ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରା; ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। Faic an caibideilଓଡିଆ ବାଇବେଲ22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। Faic an caibideilପବିତ୍ର ବାଇବଲ22 ଏସବୁର ସୀମା ତାଙ୍କର ତାବୋର ଶହତ୍ସୀସ୍ ଓ ବୈଥ୍ଶେମଶ ପର୍ଯ୍ୟନ୍ତ ଥିଲା। ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମେତ ଏହି ଷୋହଳଟି ନଗର ସେମାନଙ୍କର ଅଧୀନରେ ଥିଲା। Faic an caibideil |