ଯିହୋଶୂୟ 19:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ୍ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। Faic an caibideilଓଡିଆ ବାଇବେଲ34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। Faic an caibideilପବିତ୍ର ବାଇବଲ34 ଏହାର ସୀମା ପଶ୍ଚିମ ଦିଗରେ ଅସ୍ନୋତ୍ତାବୋରକୁ ଲାଗିଥିଲା। ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଯର୍ଦ୍ଦନ ନିକଟ ଯିହୁଦା ପର୍ଯ୍ୟନ୍ତ ଲାଗିଥିଲା। Faic an caibideil |