ଯିହୋଶୂୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି। Faic an caibideilଓଡିଆ ବାଇବେଲ11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି। Faic an caibideilପବିତ୍ର ବାଇବଲ11 ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି। Faic an caibideil |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।