ଯିହୋଶୂୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ। Faic an caibideilଓଡିଆ ବାଇବେଲ18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ। Faic an caibideilପବିତ୍ର ବାଇବଲ18 ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ। Faic an caibideil |