ଯିହୋଶୂୟ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି। Faic an caibideilଓଡିଆ ବାଇବେଲ24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି। Faic an caibideilପବିତ୍ର ବାଇବଲ24 ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।” Faic an caibideil |