ଯିହୋଶୂୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯିରୀହୋ-ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି। Faic an caibideilଓଡିଆ ବାଇବେଲ3 ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି। Faic an caibideilପବିତ୍ର ବାଇବଲ3 ତେଣୁ ଯିରୀହୋର ରାଜା ଏହି ବାର୍ତ୍ତା ରାହାବ ନିକଟକୁ ପଠାଇଲେ, “ଯେଉଁ ଲୋକମାନେ ଆସି ତୁମ୍ଭ ଗୃହରେ ପ୍ରବେଶ କରିଛନ୍ତି, ସେମାନଙ୍କୁ ବାହାର କରି ଆଣ। ଯେହେତୁ ସେମାନେ ସମସ୍ତେ ଦେଶ ଅନୁସନ୍ଧାନରେ ଆସିଛନ୍ତି।” Faic an caibideil |
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”