ଯିହୋଶୂୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ଵାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ବେଗେ ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ। Faic an caibideilଓଡିଆ ବାଇବେଲ5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ। Faic an caibideilପବିତ୍ର ବାଇବଲ5 ସନ୍ଧ୍ୟା ସମୟରେ ଯେତେବେଳେ ଆମ୍ଭର ଫାଟକ ବନ୍ଦ କରିବା ସମୟ ହେଲା, ସେହି ଲୋକମାନେ ଏ ସ୍ଥାନ ପରିତ୍ୟାଗ କରି ଗ୍ଭଲିଗଲେ। ମୁଁ ଜାଣେ ନାହିଁ ସେମାନେ କେଉଁଠାକୁ ଗଲେ। କିନ୍ତୁ ତୁମ୍ଭେ ଯଦି ଶୀଘ୍ର ସେମାନଙ୍କୁ ଅନୁଧାବନ କର, ତେବେ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଧରି ପାରିବ।” Faic an caibideil |