Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସେମାନେ ରାତ୍ରିଶୟନ ପାଇଁ ପ୍ରସ୍ତୁତ ହେବା ସମୟରେ ରାହାବ ଗୁପ୍ତଚରମାନଙ୍କ ପାଖକୁ ଛାତ ଉପରକୁ ଯାଇ କହିଲା,

Faic an caibideil Dèan lethbhreac




ଯିହୋଶୂୟ 2:8
4 Iomraidhean Croise  

ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।


ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।


Lean sinn:

Sanasan


Sanasan