ଯିହୋଶୂୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Faic an caibideilଓଡିଆ ବାଇବେଲ9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Faic an caibideilପବିତ୍ର ବାଇବଲ9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି। Faic an caibideil |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।