Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକି ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

5 କିନ୍ତୁ ଯେଉଁ ଲୋକମାନେ ତା’ ପଛରେ ଗୋଡ଼ାଇ ଆସିବେ ନିଶ୍ଚିତ ଭାବରେ ସେମାନେ ଆସି ଏହି ନଗରରେ ପହଞ୍ଚି ପାରନ୍ତି। ଯଦି ଏହିପରି ଘଟଣା ଘଟେ ସହରର ପ୍ରାଚୀନ ବର୍ଗମାନେ ତାହାକୁ ପ୍ରତିଶୋଧ ନେବା ପାଇଁ ଆସିଥିବା ଲୋକମାନଙ୍କୁ ହସ୍ତାନ୍ତର କରିବେ ନାହିଁ। କାରଣ ସେ ଦୁର୍ଘଟଣା ବଶତଃ ଜଣେ ବ୍ୟକ୍ତିକୁ ହତ୍ୟା କରିଥିଲା। ସେ ରାଗି କରି କିମ୍ବା ଦ୍ୱେଷରେ ବା ଇଚ୍ଛାକରି ତାକୁ ହତ୍ୟା କରି ନ ଥିଲା। ଏହା ଦୁର୍ଘଟଣା ବଶତଃ ହୋଇଥିଲା।

Faic an caibideil Dèan lethbhreac




ଯିହୋଶୂୟ 20:5
3 Iomraidhean Croise  

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;


ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;


ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।


Lean sinn:

Sanasan


Sanasan