Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ତଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ସେହି ଲୋକଟି ସେଠାରେ ସେହି ପର୍ଯ୍ୟନ୍ତ ରହିବ ଯେପର୍ଯ୍ୟନ୍ତ ସେ ବିଗ୍ଭରକ ମଣ୍ଡଳୀ ସାକ୍ଷାତରେ ଠିଆ ହୋଇଥିବେ। ପୁଣି ସେହି ସମୟରେ ମହାଯାଜକର ମୃତ୍ୟୁ ହେବାଯାଏ, ସେ ସେହି ନଗରରେ ବାସ କରିବ। ଏହା ପରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ନିଜର ସେହି ନଗରକୁ ଓ ନିଜ ଗୃହକୁ ଫେରିଯିବ।”

Faic an caibideil Dèan lethbhreac




ଯିହୋଶୂୟ 20:6
3 Iomraidhean Croise  

ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;


ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।


Lean sinn:

Sanasan


Sanasan