ଯିହୋଶୂୟ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Faic an caibideilଓଡିଆ ବାଇବେଲ7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Faic an caibideilପବିତ୍ର ବାଇବଲ7 ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ। Faic an caibideil |