Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 କିବ୍ସୟିମ୍ ଓ ତହିଁ ତଳିଭୂମି, ବୈଥ୍ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 କି‌ବ୍‌‌ସୟିମ୍ ଓ ତା'ର ତଳଭୂମି, ବୈ‌ଥ୍‌ହୋରଣ ଓ ତା'ର ତଳଭୂମି ଏହିପରି ସେମାନଙ୍କ ଗ୍ଭରିଟି ନଗର ଦେଲେ।

Faic an caibideil Dèan lethbhreac




ଯିହୋଶୂୟ 21:22
8 Iomraidhean Croise  

ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,


ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।


ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,


ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,


Lean sinn:

Sanasan


Sanasan