Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳଭୂମି ସମେତ ଦଶ ଗୋଟି ନଗର ହେଲା।

Faic an caibideil Dèan lethbhreac




ଯିହୋଶୂୟ 21:26
3 Iomraidhean Croise  

ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।


ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।


ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।


Lean sinn:

Sanasan


Sanasan