Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତେଣୁ ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ୟକୁ ସମ୍ମାନ ଦେଲେ ଓ ମାନି ନେଲେ। ସେମାନେ ଲେବୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶୁ ଚରିବା ପାଇଁ ନିଜର ଅଧିକାର ମଧ୍ୟରୁ।

Faic an caibideil Dèan lethbhreac




ଯିହୋଶୂୟ 21:3
7 Iomraidhean Croise  

ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।


ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।


ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”


ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।


ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।


Lean sinn:

Sanasan


Sanasan