Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,

Faic an caibideil Dèan lethbhreac

ଓଡିଆ ବାଇବେଲ

34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,

Faic an caibideil Dèan lethbhreac

ପବିତ୍ର ବାଇବଲ

34 ଏହା ପରେ ସେମାନେ ମରାରି ସନ୍ତାନଗଣର ପରିବାରବର୍ଗନୁସାରେ ଅବଶିଷ୍ଟ ଲେବୀୟ ଗୋଷ୍ଠୀଙ୍କୁ, ସବୂଲୂନ ବଂଶରୁ ଯଗ୍ନିୟାମ୍ ଓ ତା'ର ତଳଭୂମି କାର୍ତ୍ତା ଓ ତା'ର ତଳଭୂମି,

Faic an caibideil Dèan lethbhreac




ଯିହୋଶୂୟ 21:34
9 Iomraidhean Croise  

ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।


ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।


ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।


କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;


ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।


ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।


ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।


ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।


Lean sinn:

Sanasan


Sanasan