Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 କହାତୀୟ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଯିହୁଦା ବଂଶରୁ, ଶିମିୟୋନ ବଂଶରୁ ଓ ବିନ୍ୟାମୀନ ବଂଶରୁ ତେରଟି ନଗର ପାଇଲେ।

Faic an caibideil Dèan lethbhreac




ଯିହୋଶୂୟ 21:4
9 Iomraidhean Croise  

ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।


ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।


ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।


Lean sinn:

Sanasan


Sanasan