ଯିହୋଶୂୟ 21:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା। Faic an caibideilଓଡିଆ ବାଇବେଲ40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା। Faic an caibideilପବିତ୍ର ବାଇବଲ40 ଏହିପରି ଭାବରେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନୁସାରେ ସେମାନେ ବାରଟି ନଗର ପାଇଲେ। Faic an caibideil |