ଯିହୋଶୂୟ 21:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Faic an caibideilଓଡିଆ ବାଇବେଲ44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Faic an caibideilପବିତ୍ର ବାଇବଲ44 ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ କରିଥିବା ତାଙ୍କର ସମସ୍ତ ଶପଥ ଅନୁସାରେ ଗ୍ଭରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ। ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କର ଆଗରେ ଠିଆ ହୋଇ ପାରିଲେ ନାହିଁ। ସଦାପ୍ରଭୁ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”