ଯିହୋଶୂୟ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ। Faic an caibideilଓଡିଆ ବାଇବେଲ6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ। Faic an caibideilପବିତ୍ର ବାଇବଲ6 ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ। Faic an caibideil |