ଯିହୋଶୂୟ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ; Faic an caibideilପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ; Faic an caibideilଓଡିଆ ବାଇବେଲ2 “ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ; Faic an caibideilପବିତ୍ର ବାଇବଲ2 ଯିହୋଶୂୟ ସେମାନଙ୍କୁ କହିଲେ, “ମୋଶା ଥିଲେ ସଦାପ୍ରଭୁଙ୍କର ସେବକ। ମୋଶା ଯାହା କହିଥିଲେ, ତୁମ୍ଭେମାନେ ତାଙ୍କର ବାକ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରିଅଛ ଏବଂ ସର୍ବୋପରି ତୁମ୍ଭେମାନେ ମୋର ଆଜ୍ଞା ମାନିଅଛ। Faic an caibideil |