ଯିହୋଶୂୟ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ଵରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ଵରୂପ ହେବେ। Faic an caibideilଓଡିଆ ବାଇବେଲ13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ। Faic an caibideilପବିତ୍ର ବାଇବଲ13 ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ। Faic an caibideil |