ଯିହୋଶୂୟ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଆସକ୍ତ ଥାଅ। Faic an caibideilଓଡିଆ ବାଇବେଲ8 ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ। Faic an caibideilପବିତ୍ର ବାଇବଲ8 ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ଅନୁସରଣ କରିବ। ତୁମ୍ଭେମାନେ ଆଜି ପର୍ଯ୍ୟନ୍ତ ଯେପରି କରି ଆସୁଅଛ। Faic an caibideil |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”