ଯିହୋଶୂୟ 24:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Faic an caibideilପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Faic an caibideilଓଡିଆ ବାଇବେଲ14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Faic an caibideilପବିତ୍ର ବାଇବଲ14 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର। Faic an caibideil |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”