Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।”

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ।

Faic an caibideil Dèan lethbhreac




ଯିହୋଶୂୟ 24:16
8 Iomraidhean Croise  

ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।


ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?


ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?


ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


Lean sinn:

Sanasan


Sanasan