Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ। ତହିଁରେ ସେମାନେ କହିଲେ, ଆମ୍ଭେମାନେ ସାକ୍ଷୀ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସେବା ଉପାସନା କରୁଛ ବୋଲି?” ଲୋକମାନେ ଉତ୍ତର ଦେଇ କହିଲେ, “ହଁ, ଏହା ସତ୍ୟ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ ରହିଲୁ। ଆମ୍ଭେମାନେ ସଦାପ୍ରଭୁଙ୍କର ଉପାସନା କରିବୁ।”

Faic an caibideil Dèan lethbhreac




ଯିହୋଶୂୟ 24:22
7 Iomraidhean Croise  

ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?


ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।


ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”


Lean sinn:

Sanasan


Sanasan