Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ଯିହୋଶୂୟ ସେହି ସକଳ କଥା ପରମେଶ୍ଵରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

26 ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍‍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍‍ ବୃକ୍ଷ ମୂଳେ ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

26 ଯିହୋଶୂୟ ଏହାକୁ ଲେଖି ରଖିଲେ, ସଦାପ୍ରଭୁଙ୍କ ନିୟମ ପୁସ୍ତକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନବୃକ୍ଷମୂଳେ ସ୍ଥାପନ କଲେ।

Faic an caibideil Dèan lethbhreac




ଯିହୋଶୂୟ 24:26
10 Iomraidhean Croise  

ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।


ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।


ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।


ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


Lean sinn:

Sanasan


Sanasan