ଯିହୋଶୂୟ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ଵାରୂଢ଼ ସୈନ୍ୟ ନେଇ ସୂଫ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ। Faic an caibideilଓଡିଆ ବାଇବେଲ6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ। Faic an caibideilପବିତ୍ର ବାଇବଲ6 ଏହିପରି ଭାବରେ ମୁଁ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ମିଶରରୁ ନେଇ ଆସିଲି। ମିଶରୀୟମାନେ ରଥ ଓ ରଥାରୋହୀ ସହିତ ସୂଫସାଗର ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇ ଆସିଥିଲେ। ମିଶରୀୟ ରଥାରୋହୀ ଓ ଅଶ୍ୱାରୋହୀ ମଧ୍ୟ ଥିଲେ। Faic an caibideil |