ଯିହୋଶୂୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, Faic an caibideilପବିତ୍ର ବାଇବଲ (Re-edited) - (BSI)15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର, Faic an caibideilଓଡିଆ ବାଇବେଲ15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, Faic an caibideilପବିତ୍ର ବାଇବଲ15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା। Faic an caibideil |